Masthead

ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଲାଗିପାରେ ବଡ଼ ଝଟକା। ଶଙ୍ଖ ଛାଡ଼ି ପଦ୍ମ ଧରିବେ ବିଜେଡି ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରି ପାରନ୍ତି । ରାଜ୍ୟ ସଭାପତି ଏବଂ ପ୍ରଭାରୀଙ୍କ ଉପସ୍ଥିତିରେ ଅମର ପଦ୍ମ ଧରିବେ ବୋଲି ଚର୍ଚ୍ଚା ହେଉଛି । ତାଙ୍କ ସହ କିଛି ନୂଆପଡାର ବିଜେଡି ବି ନେତା ବି ବିଜେପିରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି ।ଏହି ମିଶ୍ରଣ ସଭାରେ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ ହୋଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ