Masthead

ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଆଜି ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ । ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ । ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା । ଭୋଟିଂର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ । ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶରେ ମତଦାନ କରିବାକୁ ନିର୍ଦ୍ଦେଶାବଳୀ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ।

ତେବେ ପ୍ରଚାର ଶେଷ ଦିନ ଥିବାରୁ ସବୁ ପ୍ରାର୍ଥୀ, ତାଙ୍କ ସମର୍ଥକ, ଦଳୀୟ ନେତା ଓ କର୍ମୀମାନେ ପୂରା ଜୋର୍ ଲଗାଇ ଦେଇଛନ୍ତି। କୌଣସି ଅଞ୍ଚଳ, ସାହି, ଘର ବା ଭୋଟର୍ ଯେମିତି ଅପହଞ୍ଚ ନରହିବ ତାହା ସୁନିଶ୍ଚିତ କରିବାକୁ ପ୍ରୟାସ ଚଳାଇଛନ୍ତି। ପ୍ରାର୍ଥୀମାନେ ଭୋଟରଙ୍କୁ ମନାଇବାକୁ ଶେଷ ଉଦ୍ୟମ ଜାରି ରଖିଛନ୍ତି। ଶନିବାର ନୂଆପଡ଼ାରେ ବିଶାଳା ରୋଡ ଶୋ କରିଥିଲେ ମୁଖ୍ୟମନ୍ତ୍ରୀ। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ। ୨୪ ବର୍ଷରେ ପୂର୍ବ ସରକାର ନୂଆପଡ଼ା ପାଇଁ କ’ଣ କରିଛନ୍ତି ବୋଲି ହିସାବ ମାଗିଛନ୍ତି ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ