Masthead

ବଡ଼ବିଲରେ ବୁିଲିଲା ବୁଲଡୋଜର

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ଅପରାଧରେ ସଂପୃକ୍ତ ଅଭିଯୁକ୍ତଙ୍କ ଘରେ ବୁଲିଲା ମୋହନଙ୍କ ବୁଲଡୋଜର । ବଡ଼ବିଲ ପୌରାଞ୍ଚଳ ୮ ନଂ ୱାର୍ଡ଼ରେ ମୋହନ ସରକାରଙ୍କ ଆକ୍ସନ । ସରକାରୀ ଜମିକୁ ଜବର ଦଖଲ କରି ବେଆଇନ ନିର୍ମାଣ କରିଥିଲେ ଅଭିଯୁକ୍ତଙ୍କ ପରିବାର । ପ୍ରଥମ ପର୍ଯ୍ୟାୟର ମାଟିରେ ମିଶିବ ୪ ଜଣ ଅଭିଯୁକ୍ତଙ୍କ ଘର । ମାଜିଷ୍ଟ୍ରେଟ ଓ ପୋଲିସ୍ ଉପସ୍ଥିତିରେ ଚାଲିଛି ଜବରଦଖଲ ଉଚ୍ଛେଦ ।

ବଡବିଲ ଆଖପାଖ ଅଞ୍ଚଳରେ ବିଭିନ୍ନ ଅପରାଧରେ ଜଡିତ ଥିବା ୟୁନିଟ୍‌ ୮ର ମହମ୍ମଦ ରାଜା, ସହଦତ୍‌ ଖାନ୍‌, ଅଭିମନ୍ୟୁ ପ୍ରଧାନ ଓ ଆଲୋକ ରାମଙ୍କ ଘର ଭାଙ୍ଗିଛି ସ୍ଥାନୀୟ ପ୍ରଶାସନ । ସରକାରୀ ଜମି ମାଡ଼ି ବସି ଘର କରିଥିବା ସ୍ଥାନରେ ବୁଲଡୋଜର ବୁଲାଇଛି ସ୍ଥାନୀୟ ପ୍ରଶାସନ । ବ୍ୟାପକ ପୁଲିସ୍‌ ଉପସ୍ଥିତରେ ଆଜି ଚାରି ଅଭିଯୁକ୍ତଙ୍କ ଘର ମାଟିରେ ମିଶିଛି । ସମସ୍ତ ଅପରାଧୀଙ୍କ ବିରୋଧରେ ବିଭିନ୍ନ ସଙ୍ଗୀନ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ