‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିକ୍ରିୟା । ଭୁଟାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଭୟାବହ ଏବଂ ଏଥିରେ ଜଡ଼ିତ ଷଡ଼୍‌ଯନ୍ତ୍ରକାରୀଙ୍କୁ କୌଣସି ପରିସ୍ଥିତିରେ କ୍ଷମା ଦିଆଯିବ ନାହିଁ । ଭୁଟାନର ରାଜଧାନୀ ଥିମ୍ପୁରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହି ମନ୍ତବ୍ୟ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ସ୍ପଷ୍ଟ କରିଛନ୍ତି ଯେ ଦିଲ୍ଲୀରେ ଘଟିଥିବା ଏହି ଦୁର୍ଭାଗ୍ୟଜନକ ଘଟଣାକୁ ଭାରତ ସରକାର ଗୁରୁତର ସହ ନେଇଛନ୍ତି ଏବଂ ଏହାର ତଦନ୍ତ ଜୋରଦାର ଚାଲିଛି ।

ସେ କହିଛନ୍ତି, “ଦିଲ୍ଲୀର ଘଟଣା ଅତ୍ୟନ୍ତ ଭୟାନକ । ଯେଉଁମାନେ ଏହି ଷଡ଼ଯନ୍ତ୍ର ପଛରେ ଅଛନ୍ତି, ସେମାନଙ୍କୁ କଦାପି ଛଡ଼ାଯିବ ନାହିଁ । ସେମାନଙ୍କୁ ଖୋଜି ବାହାର କରିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯିବ ଏବଂ ଦଣ୍ଡିତ କରାଯିବ। ଆଜି ମୁଁ ଦୁଃଖ ମନରେ ଏଠାକୁ ଆସିଛି । କାଲିର ଘଟଣା ପୂରା ଦେଶକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରର ଦୁଃଖ ବୁଝିପାରୁଛି, ପୂରା ଦେଶ ସେମାନଙ୍କ ସହ ଅଛି । ସାରା ରାତି ଅଧିକାରୀ ଓ ବିଭିନ୍ନ ଏଜେନ୍ସୀ ସହ ଯୋଗାଯୋଗରେ ଥିଲି । ଷଡ଼ଯନ୍ତ୍ର ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ ଛଡ଼ାଯିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ