Masthead

‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଭୂପତିର ଅପିଲ । ଭିଡିଓ ଜାରି କରି ଅପିଲ୍ କଲା ପୂର୍ବତନ ମାଓ କମାଣ୍ଡର ଭୂପତି । ଅସ୍ତ୍ର ଛାଡ଼ି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅପିଲ୍ କଲା ଭୂପତି । ଗତକାଲି ହିଡମାର ମୃତ୍ୟୁ ପରେ ଭିଡିଓ ଜାରି କଲା ଭୂପତି । ପରିବର୍ତ୍ତିତ ପରିସ୍ଥିତିରେ ଅସ୍ତ୍ର ଧରି ସଂଗ୍ରାମ କରିବା ସମ୍ଭବ ନୁହେଁ ।

ଅସ୍ତ୍ର ପାଇଁ ଆମେ ବହୁତ କିଛି ହରାଇଛୁ, ଅନେକ କ୍ଷତି ସହିଛୁ । ଲୋକଙ୍କ ସମସ୍ୟାର ସମାଧାନ ସମ୍ବିଧାନ ଜରିଆରେ ହୋଇପାରିବ । ଏବେ ସମୟ ବଦଳିଛି, ଦେଶ ବଦଳିଛି, ପରିସ୍ଥିତି ବଦଳୁଛି । ତେଣୁ ଅସ୍ତ୍ର ଛାଡ଼ି ଲୋକଙ୍କ ପାଖକୁ ଯିବାକୁ ପଡ଼ିବ । ସମ୍ବିଧାନ ଅନୁସାରେ କାମ କରିବାକୁ ହେବ, ଏହା ଏକମାତ୍ର ବିକଳ୍ପ । ଏହାକୁ ଅଣଦେଖା ନ କରି ଅସ୍ତ୍ର ଛାଡ଼ି ଜନତାଙ୍କ ପାଖକୁ ଆସନ୍ତୁ । ଦେଢ଼ ମାସ ତଳେ ଗଡ଼ଚିରୋଲିରେ ଆତ୍ମସମର୍ପଣ କରିଥିଲେ ଭୂପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ