Masthead

ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ । ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧.୩୦ରେ ଆନନ୍ଦପୁର ଷ୍ଟାଡିୟମରେ ଅବତରଣ କରିବା ପରେ ମ୍ୟୁନିସିପାଲଟି କଲ୍ୟାଣମଣ୍ଡପରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୩ଟାରେ ଆନନ୍ଦପୁର ଛାଡି ନିଜ ଜନ୍ମମାଟି ରାଇକଳାରେ ଅବତରଣ କରିବେ । ସେଠାରେ ୭ମ ସର୍ବଭାରତୀୟ ମିନି କଳିଙ୍ଗ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେବା ପରେ କେନ୍ଦୁଝର ସର୍କିଟ୍ ହାଉସରେ ରାତ୍ରିଯାପନ କରିବେ । ସୋମବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ