Masthead

ଟ୍ୟାଙ୍କର୍‌ ବୋଲେରୋ ଧକ୍କା, ୩ ମୃତ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ରଜକଣା ନିକଟରେ ଟ୍ୟାଙ୍କର୍‌ ସହ ପିଟିହେଲା ବୋଲେର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ, ୨ ଗୁରୁତର । ଗୁରୁତରଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଡିଭାଇଡର୍‌କୁ ଡେଇଁ ଟ୍ୟାଙ୍କର୍‌ ସହ ପିଟି ହୋଇଥିଲା ବୋଲେରୋ । ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ରଜକଣା ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଗୁରୁତରଙ୍କ ଅବସ୍ଥା ସଙ୍କଟପନ୍ନ । ଘଟଣାସ୍ଥଳରେ ଟାଙ୍ଗୀ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୨ ଜଣଙ୍କୁ ଏସିବି ମେଡିକାଲ ପଠାଇ ମୃତ୍ୟୁ ୩ ଜଣଙ୍କୁ କଟର ସାହାଯ୍ୟରେ କାଟି ବାହାର କରିଛି ।

ମିଳିଥିବା ଖବର ଅନୁଯାୟୀ ସୁନ୍ଦରଗଡ଼ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡରରେ ଚଢିବା ସହିତ ରାସ୍ତା ଆର ପାଖକୁ ଚାଲିଯାଇଥିଲା । ରାସ୍ତାର ଆର ପଟେ ଯାଉଥିବା ଏକ ଟ୍ୟାଙ୍କର ସହିତ ଧକ୍କା ଦେଇଥିଲା । ଫଳରେ ବୋଲେରୋ ଗାଡ଼ିରେ ଥିବା ୫ ଜଣଙ୍କ ମଧ୍ୟରୁ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଚିକିତ୍ସିତ ପାଇଁ ପୁଲିସ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା