Masthead

ଉପ-ନିର୍ବାଚନ ବାଜି: ଏବେ ସୁଦ୍ଧା କିଏ ଆଗରେ

ବାଲେଶ୍ୱର/ତିର୍ତ୍ତୋଲ: ବାଲେଶ୍ୱର ଓ ତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ଗଣତି ଚାଲିଛି । ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବାଲେଶ୍ୱରରେ ବିଜେଡି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି । ତେବେ ବିଜେଡି ସାମାନ୍ୟ ଆଗରେ ରହିଛି । ବିଜେଡିର ସ୍ୱରୂପ ଦାସ ୧୮୯୦୨ ଭୋଟ୍ ପାଇଛନ୍ତି । ସେହିଭଳି ବିଜେପିର ମାନସ ଦତ୍ତ ୧୫୪୭୧ ଭୋଟ୍ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ମାତ୍ର ୨୬୭୦ ଭୋଟ୍ ପାଇଛନ୍ତି । ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକ ମଧ୍ୟ ମାତ୍ର ୧୫୮ ଭୋଟ୍ ପାଇଛନ୍ତି । ସମୁଦାୟ ୧୪ ରାଉଣ୍ଡ ଗଣତି କରାଯିବ । ଆଉ ୮ ରାଉଣ୍ଡ ଗଣତି ବାକି ରହିଛି ।

 ତେବେ ତିର୍ତ୍ତୋଲରେ ବିଜେଡି ଏକପାଖିଆ ଆଗୁଆ ରହିଛି । ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୧୯୯୬ ଭୋଟ୍ ପାଇଛନ୍ତି । ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ୧୩୮୮୨, କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୨୭୯୦ ଭୋଟ୍ ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ