Masthead

ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଘୋଷଣା ହୋଇପାରେ +2 ପରୀକ୍ଷା ତାରିଖ । ଉଚ୍ଛ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେବ ତାରିଖ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ତେବେ ଡିସେମ୍ବର 15 ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ମିଳିବ ଏବଂ ଫେବ୍ରୁଆରୀରୁ ପରୀକ୍ଷା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏଥିପାଇଁ ସିଏଚଏସଇର କମିଟି ବୈଠକ ଅନୁଷ୍ଠିତ ହେବ ।

କମିଟିର ବୈଠକରେ ସିଏଚଏସଇ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପରୀକ୍ଷା ସୂଚୀରେ ବାଜିବ ମୋହର । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି । ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ