Masthead

ଭୁବନେଶ୍ୱରରୁ ୮ଟି ବିମାନ ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଣ୍ଡିଗୋ ବିମାନ ଚଳାଚଳରେ ଅଚଳାବସ୍ଥା ଜାରି । ଆଜି ଭୁବନେଶ୍ୱରରୁ ୮ଟି ବିମାନ ବାତିଲ । ଭୁବନେଶ୍ୱରରୁ ଗୋଆ, ଦିଲ୍ଲୀ, ମୁମ୍ବାଇ ଓ ହାଇଦ୍ରାବାଦକୁ ବିମାନ ବାତିଲ ହୋଇଛି । କୋଲକାତା, ଡେରାଡୁନ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ମଧ୍ୟ ବିମାନ ବାତିଲ । ବିମାନ ବାତିଲ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ।

ଏପର୍ଯ୍ୟନ୍ତ ସୁଧୁରୁନି ଇଣ୍ଡିଗୋ ସମସ୍ୟା । ବିମାନ ସୁରକ୍ଷା ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ୧ ଡିସେମ୍ବରଠାରୁ  ଇଣ୍ଡିଗୋ ଉଡ଼ାଣ ସୂଚୀ ୫% ହ୍ରାସ କରିଛି । ଏପରି ସଙ୍କଟର ସମ୍ମୁଖୀନ ହୋଇନଥିବା ହେତୁ ସରକାର ଇଣ୍ଡିଗୋକୁ ଏହାର ବିମାନ ଉଡାଣ ସ୍ବାଭାବିକ କରିବାକୁ ଏବଂ ଯାତ୍ରୀମାନଙ୍କ ଅସୁବିଧାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଚେତାବନୀ ସତ୍ତ୍ୱେ ବିମାନ ବାତିଲ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼