Masthead

ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍

ନରସିଂହପୁର (ବଡ଼ ଖବର ବ୍ୟୁରୋ): ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଦନ୍ତାରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ବିଳମ୍ଭିତ ରାତିରେ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରହିଥିବା ଚାଉଳ ଚୋରି ହୋଇଥିବା ଅଭିଯୋଗ ହୋଇଛି । ତେବେ ସୂଚନା ମୁତାବକ ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ବିଦ୍ୟାଳୟର ତାଲା ଭାଙ୍ଗି ପ୍ରବେଶ କରି କିଛି ଚାଉଳ ଓ କାଗଜ ପତ୍ର ଚିରି ଦେଇଛି ।

ତେବେ କେଉଁ ସାମଗ୍ରୀ କେତେ ପରିମାଣରେ ଚୋରି ହୋଇଛି ତାହା ସଠିକ ଭାବେ ଜଣା ପଡ଼ିନଥିଲା ବେଳେ ସ୍କୁଲ ତରଫରୁ ନରସିଂହପୁର ଥାନରେ ଅଭିଯୋଗ ହୋଇଛି । ନରସିଂହପୁର ଅଞ୍ଚଳର ବିଭିନ୍ନ ସ୍କୁଲରୁ ଚୋରି ଲଗାତାର ଭାବରେ ହେଉଥିଲେ ମଧ୍ୟ ସ୍ଥାୟୀ ସୁରକ୍ଷା ଦେବାରେ ବିଫଳ ହୋଇଛି ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ