Masthead

ଶୀତ ସାଙ୍ଗକୁ ଘନ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ରାଜ୍ୟରେ ଶୀତର ପ୍ରକୋପ କମିବାର ନାଁ ନେଉନି । ଆଗକୁ ବି ଏହା ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ମଙ୍ଗଳବାର ୧୦ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ୫.୭ ଡିଗ୍ରୀ ସହ ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା । କୋରାପୁଟରେ ୬ଡିଗ୍ରୀ, ଜି ଉଦୟଗିରିରେ ୬.୬, ଝାରସୁଗୁଡ଼ାରେ ୭.୨, ଦାରିଙ୍ଗବାଡ଼ିରେ ୮, ବୌଦ୍ଧରେ ୯.୪, ଚିପିଲିମା, ଅନୁଗୁଳ, ରାୟଗଡ଼ା ଓ ନବରଙ୍ଗପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୫ ଡିଗ୍ରୀ କମ୍ ରେକର୍ଡ ହୋଇଛି । କୋରାପୁଟରେ ସ୍ୱାଭାବିକଠାରୁ ୫.୨, ଅନୁଗୁଳରେ ୩.୫ ଓ ଭୁବନେଶ୍ୱରରେ ୧.୩ ଡିଗ୍ରୀ କମ୍ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ