Masthead

ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ । ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି । ଶନିବାର ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ୟ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି