Masthead

ଆଜି ମୁଖ୍ୟମନ୍ତ୍ରୀଙ୍କ ଖରିଫ ଧାନ ସଂଗ୍ରହ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ ଧାନ ସଂଗ୍ରହକୁ ନେଇ ଲୋକସେବା ଭବନରେ ବସିବ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ ।

ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସମବାୟ ମନ୍ତ୍ରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସମତେ ଅନ୍ୟ ଅଧିକାରୀମାନେ ଏହି ବୈଠକରେ ହେବେ ସାମିଲ। ଧାନ କିଣାରେ ଚାଷୀଙ୍କୁ ଉପୁଜି ଥିବା ସମସ୍ୟା ଉପରେ ହେବ ବିଚାର ବିମର୍ଷ। ଗତକାଲି ଅନୁଷ୍ଠିତ ବୈଠକ ରିପୋର୍ଟ ନେବେ ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି