Masthead

ଲାଲୁଙ୍କ ବଡ଼ ପୁଅଙ୍କ ସ୍ଥିତି ଜାଣନ୍ତୁ

ପାଟନା(ବଡ଼ ଖବର ବ୍ୟୁରୋ): ହାସନପୁର ବିଧାନସଭା ଆସନରୁ ଆଗରେ ଅଛନ୍ତି ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ । ସେ ଗତ ନିର୍ବାଚନରେ ମହୁଆ ବିଧାନସଭା ଆସନରୁ ବିଜୟ ହୋଇଥିଲେ । କିନ୍ତୁ ଚଳିତ ନିର୍ବାଚନରେ ସେ ହାସନପୁର ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ତେଜ ପ୍ରତାପଙ୍କୁ ଟକ୍କର ଦେଉଛନ୍ତି ଜେଡିୟୁର ରାଜ କୁମାର ରାୟ । ଜେଡିୟୁ ପ୍ରାର୍ଥୀଙ୍କୁ ୮୯୩୬ ଭୋଟରେ ପଛରେ ପକାଇ ଆଗରେ ଅଛନ୍ତି ତେଜ ପ୍ରତାପ । ହାସନପୁରରେ ସଂଖ୍ୟାଲଘୁ ଓ ଯାଦବଙ୍କ ଭୋଟ ଅଧିକ ରହିଛି । ତେଣୁ ଏଠାରେ ରାଜ କୁମାରଙ୍କୁ ଟକ୍କର ଦେବା ପାଇଁ ତେଜ ପ୍ରତାପ ଲଢିବାକୁ ନିଷ୍ପତି ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା