Masthead

ଚୋରା ମଦ ବିକ୍ରିକୁ ବିରୋଧ, ରାସ୍ତାରେ ବସିଲେ ମହିଳା

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଗାଁ ଗାଁ ରେ ଚୋରା ମଦର ବନ୍ୟା । ଚୋରା ମଦ ବିକ୍ରିକୁ ବିରୋଧ କରି ରାସ୍ତା ଉପରେ ବସିଲେ ମହିଳା । ଫଳରେ ଦିଗଛିଆ-ଧାମରା ରାସ୍ତାରେ ଯାତାୟାତ ଠପ ହୋଇଯାଇଛି । ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବୈଦପୋଖରୀ ଛକ ନିକଟରେ ଚୋରା ମଦ ସାଙ୍ଗକୁ ଗଞ୍ଜେଇ, ଧଳା ଜହର ଆଦି ନିଶା ଦ୍ରଵ୍ୟ ବିକ୍ରି ହେଉଛି ।

ସ୍ଥାନୀୟ ଲୋକମାନେ ନିଶାରେ କବଳିତ ହୋଇ ବିଭିନ୍ନ ପ୍ରକାରର ଅସାମାଜିକ କାର୍ୟ୍ୟରେ ଲିପ୍ତ ରହୁଛନ୍ତି । ସ୍କୁଲ କଲେଜ ପିଲାମାନେ ମଧ୍ୟ ଏଥରୁ ବାଦ ପଡୁନାହାନ୍ତି । ଏହି ଚୋରା ନିଶା କାରବାରକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଜଳେଶ୍ବରପୁର ଗ୍ରାମ ପଞ୍ଚାୟତର ମହିଳା । ସ୍ଥାନୀୟ ଅଞ୍ଚଳରେ ଚୋରା ନିଶା କାରବାର ବନ୍ଦ ନ କଲେ ଆନ୍ଦୋଳନ ଆହୁରି ଜୋରଦାର କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି