Masthead

ମାଓବାଦୀଙ୍କ ନାଁରେ ପୋଷ୍ଟର ମାରି ଗୋଦାମରେ ନିଆଁ ଲଗାଇଲେ

ନର୍ଲା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ରୁପ୍ରା ରୋଡର ଦିନେଶ ଅଗ୍ରୱାଲ ଙ୍କ ଗୋଦାମ ଗୃହ ରେ ଥିବା କିଛି ସାମଗ୍ରୀ କୁ ନିଆଁ ଲଗାଇ ଥିବା ଦୃଶ୍ୟ ସହିତ ମାଓ ପୋଷ୍ଟର ଲାଗିଥିବା ଦୃଶ୍ୟ ଦେଖିବାକୁ ମିଳିଛି।  ଗୋଦାମର ଅନେକ ସ୍ଥାନରେ ମାଓବାଦୀଙ୍କ ନାଁରେ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଆଗାମୀ ବର୍ଷକ ମଧ୍ୟରେ ଆହୁରି ଗୋଦାମରେ ନିଆଁ ଲଗାଇବାକୁ ପୋଷ୍ଟରରେ ଧମକ ମିଳିଛି। ତେବେ ପୋଷ୍ଟର ଗୁଡ଼ିକ ନକଲି ବୋଲି ସ୍ପଷ୍ଟ କରିଛନ୍ତି କଳାହାଣ୍ଡି ଏସପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି