Masthead

ରାତି ଅଧରେ ବୁଲିଲା ଖଣ୍ଡା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ରାତି ଅଧରେ ବୁଲିଲା ଖଣ୍ଡା। ଘରେ ପଶି ଆଖିବୁଜା କରିଲେ ଆକ୍ରମଣ । ଘରେପଶି ଖଣ୍ଡାରେ ହାଣିଲା ୩ ଯୁବକ । ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବି. ତୁରୁବୁଡ଼ି ଗ୍ରାମ ପଞ୍ଚାୟତର କାଣ୍ଡସ୍ଵର ଗ୍ରାମରେ ଘଟିଛି ଏହି ଘଟଣା । ବିଧବା ମା ଓ ଦୁଇ ଝିଅଙ୍କୁ ଖଣ୍ଡାରେ ଆକ୍ରମଣ କଲା କିଛି ଯୁବକ । ଆକ୍ରମଣ କରିଥିବା ଯୁବକ ପଡୋଶୀ ଗାଁ ର ବାଳକୃଷ୍ଣ ପାତ୍ର ବୋଲି ଜଣାପଡ଼ିଛି । ଗୁରୁତର ଆହତ ହୋଇଥିବା ୩ ଜଣ ବ୍ରହ୍ମପୁର ମେଡିକାଲ୍ ଭର୍ତ୍ତି ଜୀବନ ବଞ୍ଚାଇବାକୁ ଲଢେଇ। ପୋଲିସ ପହଂଚି ତଦନ୍ତ ଆରମ୍ଭ କାରଣ ଅସ୍ୱଷ୍ଟ । ଆକ୍ରମଣ କରିଥିବା ଗୋଟେ ଯୁବକଙ୍କୁ ପୁଲିସ ଉଠାଇଚି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼