Masthead

ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ

ମାଲକାନଗିରି (ବଡ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ହାଡକୋର ମାଓବାଦୀ ନିହତ । ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ ଜବାନଙ୍କ ସହ ମୁହାଁ ମୁହିଁ ହୋଇଥିଲେ ମାଓବାଦୀ । ଏହି ଏନକାଉଣ୍ଟର ରେ ଚାରି ଜଣ ମହିଳା ମାଓବାଦୀଙ୍କ ସହ ଦୁଇ ଜଣ ପୁରୁଷ ମାଓବାଦୀ ପ୍ରାଣ ହରାଇଛନ୍ତି ।

ପୂର୍ବରୁ ଏମାନଙ୍କ ମୁଣ୍ଡ ଉପରେ ଛତିଶଗଡ ସରକାର ୨୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣାସ୍ଥଳରୁ AK47 ଓ INSAS ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ । ରକେଟ ଲଞ୍ଚର, ଗ୍ରେନେଡ଼ ଓ ନଗତ ଟଙ୍କା ମଧ୍ୟ ସୁରକ୍ଷା କର୍ମୀ ଜବତ କରିଥିବା ନେଇ ବିଜାପୁର ଏସପି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼