Masthead

ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଘମାସ ଶୁକ୍ଳ ପଞ୍ଚମୀ। ଦେବୀ ସରସ୍ବତୀଙ୍କ ଆବାହନର ଦିନ। ଏଥିପାଇଁ ଚଳଚଞ୍ଚଳ ପୁରପଲ୍ଲୀଠୁ ସହର। ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି । ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା’ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି । ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି