Masthead

ଶସ୍ତ ହେଲା ଏହି ସବୁ ଜିନିଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଆଗତ କରିଛନ୍ତି । ଅର୍ଥମନ୍ତ୍ରୀ ଭାବେ ନବମ ଥର ସେ ବଜେଟ୍ ଉପସ୍ଥାପନା କରିଛନ୍ତି । ତେବେ ବଜେଟ୍ ଆସିବା ପରେ ମଧ୍ୟବିତ୍ତଙ୍କୁ ଆଶ୍ୱସ୍ତି ମିଳିଛି । ଅନେକ କିଛି ଜିନିଷ ଶସ୍ତା ହୋଇଛି। ଯେପରିକି କ୍ୟାନ୍ସର ଔଷଧ, ବ୍ୟାଟେରୀ ଓ ତୈଳକ୍ଷେତ୍ର ସହ ଜଡିତ ବସ୍ତୁର ଦାମ୍ କମିବ । । ଏସବୁ ବସ୍ତୁ ଉପରେ ଲାଗୁଥିବା କଷ୍ଟମ୍ ଶୁଳ୍କ ହ୍ରାସ କରିବାକୁ ସରକାର ନିଷ୍ପତ୍ତି ନେବା ପରେ ଦରରେ ପରିବର୍ତ୍ତନ ହେବ ।

ଣ କଣ ଶସ୍ତା

କ୍ୟାନ୍ସର, ଡାଏବେଟିସ୍ ଔଷଧ, ବ୍ୟାଟେରୀ, ବିମାନ ଇନ୍ଧନ, ev-କାର୍, ସୋଲାର ଉପକରଣ, ଜୋତା, ମାଇକ୍ରୋଓ୍ୱେଭ୍, ,ସମୁଦ୍ରଜାତ ଖାଦ୍ୟ, ବ୍ୟାଗ୍, ସିଏନଜି, ବିଦେଶ ପାଠପଢା

ଣ ହେଲା ମହଙ୍ଗା

​​​​​​​ମଦ, ଖଣିଜ ପଦାର୍ଥ, ସ୍କ୍ରାପ୍

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି