Masthead

ଟ୍ରାକରୁ ଖସିଲା ୩ ବଗି

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଲୋକେ । ତେବେ ଉଦ୍ଧାର ପାଇଁ ଭଦ୍ରକୁ ଏକ ରେସକ୍ୟୁ ଟିମ ଯଖପୁରା ଷ୍ଟେଶନ ଅଭିମୁଖେ ଯାଇଥିବା ସୂଚନା ରହିଛି ।

ତେବେ କେଉଁ ପରିସ୍ଥିତିରେ ତିନୋଟି ବଗି ଲାଇନଚ୍ୟୁତ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ସେହିପରି ଟ୍ରେନରେ କେତେ ଜଣ ରହିଥିଲେ ସେନେଇ ମଧ୍ୟ କୌଣସି ତଥ୍ୟ ମିଳିପାରି ନାହିଁ । ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ନେଇ ପୂର୍ବତଟ ରେଳବାଇର ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି । ଦୁର୍ଘଟଣାର କାରଣ ଖୋଜିବା ପାଇଁ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀ ଯାଇଛନ୍ତି । ସମସ୍ତ ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଯୋଜନା ହୋଇଛି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ