Masthead

ଟପ୍ କମାଣ୍ଡର ଉଧମ ସିଂହ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟର ଗୁଳି ବିନିମୟ । ପେଡ୍ଡାଗାଲୁର ଜଙ୍ଗଲରେ ଚାଲିଥିବା ଏନକାଉଣ୍ଟରରେ ଟପ୍ ନକ୍ସଲ କମାଣ୍ଡର ଉଧମ ସିଂହ ନିହତ ହୋଇଥିବା ଜଣାପଡିଛି । ଡିଆରଜି ଓ ସିଆରପିଏଫ ବାହିନୀର କୋବ୍ରା ବାଟାଲିୟନ ଏହି ଅଞ୍ଚଳରେ ମିଳିତ ମାଓ ବିରୋଧୀ ଅପରେସନ୍ କରୁଥିବା ସମୟରେ ନକ୍ସଲମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇଥିଲେ, ଯାହାର ପାଲଟା ଜବାବ ଦେଇଥିଲେ ଯବାନ । ଘଟଣାସ୍ଥଳରୁ ଗୋଟିଏ ଏକେ-୪୭ ବନ୍ଧୁକ ଜବତ ହୋଇଛି । ବିଜାପୁର ଏସପି ଜିତେନ୍ଦ୍ର ଯାଦବ କହିଛନ୍ତି ଯେ ସମଗ୍ର ଅଞ୍ଚଳରେ ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ୍ ଚାଲିଛି । ସୁରକ୍ଷା ବାହିନୀ ଅଞ୍ଚଳକୁ ଘେରାବନ୍ଦୀ କରି ରଖିଛନ୍ତି ଏବଂ ନିକଟରେ ଅନ୍ୟ କୌଣସି ନକ୍ସଲବାଦୀ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ