Masthead

ରାତିରେ ପାରଦ ଖସୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗୋଟିଏ ପଟେ ଦିନର ତାପାମତ୍ରା ବଢ଼ିବାକୁ ଲାଗିଥିବା ବେଳେ ଅନ୍ୟପଟେ ରାତିରେ ପାରଦ ଖସୁଛି । ସକାଳୁ କୁହୁଡ଼ି ହେଉଥିବା ବେଳେ ଦିନରେ ବଢ଼ୁଛି ପାରଦ । ଏବଂ ସନ୍ଧ୍ୟା ହେଲେ କାଲୁଆ ପବନ ସାଙ୍ଗକୁ ବଢ଼ୁଛି ଶୀତ । ଗତକାଲି ଝାରସୁଗୁଡ଼ାରେ ଦିନ ତାପମାତ୍ରା ଟପିଥିଲା ୩୩ ଡିଗ୍ରି । ଝାରସୁଗୁଡ଼ାରେ ତାପମାତ୍ରା ୩୩.୭ ଡିଗ୍ରି, ପାରଳାଖେମୁଣ୍ଡିରେ ୩୩.୩ ଡିଗ୍ରି ରେକର୍ଡ କରାଯାଇଥିଲା । ଭୁବନେଶ୍ବରରେ ୩୨.୩ ରହିଥିଲା ତାପମାତ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!