Masthead

ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର୍ । ଶିଶୁଭବନ ଓଭରବ୍ରିଜ୍ ବ୍ୟାରିକେଡ୍‌କୁ ପିଟି ତଳକୁ ଖସିଲା କାର୍ । ଅଳ୍ପକେ ବର୍ତ୍ତିଲେ କାର୍‌ ଡ୍ରାଇଭର ଓ ଘର ଲୋକେ । ଭୁବନେଶ୍ୱର ଶିଶୁଭବନ ଛକରେ ଘଟଛି ଏହି ଦୁର୍ଘଟଣା । ସୂଚନା ଥାଉକି, ରାଜଧାନୀରେ ବଡ଼ ଦୁର୍ଘଟଣା। ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ତଳକୁ ଖସି ପଡ଼ିଥିଲା କାର । ତଳେ ଥିବା ଗଛରେ ପିଟି ହୋଇ ଏକ ଘର ଉପରକୁ ଛିଟିକି ପଡ଼ିଥିଲା କାରଟି । ତେବେ ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ ଚାଳକ ଓ ଘରେ ଥିବା ଲୋକେ । ଘଟଣା ପରେ ସେଠାରେ କିଛି ସମୟ ପାଇଁ ଭିଡ଼ ଲାଗିରହିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ!