Masthead

ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ଆଜି ସନ୍ଧ୍ୟା ୭ଟାରେ ଲୋକସେବା ଭବନରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏହି ବୈଠକରେ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ ।  ଆସନ୍ତା ୨୦ରେ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ପୂର୍ବରୁ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ ।

ଆଜି ସନ୍ଧ୍ୟା ୭ଟାରେ ଲୋକସେବା ଭବନରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏହି ବୈଠକରେ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ । ସେହିପରି ଆଜି ସନ୍ଧ୍ୟା ୭ଟା ୩୦ରେ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା 🔴 ଗିରଫ ହେଲେ ବିଜେଡି ନେତ୍ରୀ 🔴 ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ 🔴 ୧୬ ରୁ ମଇ ୧୫ ପ୍ରଥମ ପର୍ଯ୍ୟାୟ ଜନଗଣନା 🔴 ବ୍ରିଜ୍‌ ଉପରକୁ ଚଢ଼ିଗଲା ବସ୍‌ 🔴 ଆଜି ପଙ୍କୋଦ୍ଧାର ଏକାଦଶୀ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା 🔴 ଗିରଫ ହେଲେ ବିଜେଡି ନେତ୍ରୀ 🔴 ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ 🔴 ୧୬ ରୁ ମଇ ୧୫ ପ୍ରଥମ ପର୍ଯ୍ୟାୟ ଜନଗଣନା 🔴 ବ୍ରିଜ୍‌ ଉପରକୁ ଚଢ଼ିଗଲା ବସ୍‌ 🔴 ଆଜି ପଙ୍କୋଦ୍ଧାର ଏକାଦଶୀ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା