ବଜେଟ ଅଧିବେଶନର ଦ୍ୱିତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ। ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟଣୀ ଛଟଣୀ ନେଇ ରାଜ୍ୟରେ ଚାଷୀ ହନ୍ତସନ୍ତ ହେଉଥିବାରୁ ଏହାକୁ ନେଇ ସରକାରଙ୍କୁ ଘେରିବେ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ। ଦ୍ୱିତୀୟ ଦିନ ଗୃହ ଆରମ୍ଭରୁ ଚାଷୀ ତାତି ଦେଖିବାକୁ ମିଳିପାରେ।

ସେହିଭଳି କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସମବାୟ, ଶକ୍ତି, ବ୍ୟୟନ ଶିଳ୍ପ, msme, ଓ ବିଜ୍ଞାନ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ। କଂଗ୍ରେସ ପକ୍ଷରୁ ଧାନ ମଣ୍ଡି ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଦିଆଯିବ। ଚାଷୀ ପ୍ରସଙ୍ଗଜୁ ଉଭୟ ଦଳ ମୁଖ୍ୟ ପ୍ରସଙ୍ଗ କରି ଗୃହକୁ ଆସୁଥିବାରୁ ପ୍ରଶ୍ନକାଳ ସ୍ୱାଭାବିକ ଚାଲିବ କି ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୁଷ୍ଟି ହୋଇଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ