ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୬ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏ ଭୋଟ ଗ୍ରହଣ ହେବ। ଅପରାହ୍ଣ ୫ଟାରେ ହେବ ଭୋଟ ଗଣତି କରାଯିବ। ଓଡ଼ିଶାର ୪ ରାଜ୍ୟସଭା ଏମ୍‌ପି ମମତା ମହାନ୍ତ, ମୁନା ଖାନ, ସୁଜିତ୍‌ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!