Masthead

ବଜେଟ ଅଧିବେଶନର ପଞ୍ଚମ ଦିନ, ଚାଷୀ ପ୍ରସଙ୍ଗକୁ ନେଇ ହୁଲସ୍ତୁଲ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଜେଟ ଅଧିବେଶନର ପଞ୍ଚମ ଦିନ । ଆଜିବି ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ । ୩ ଦିନ ଧରି ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟଣୀ ଛଟଣୀ ପ୍ରସଙ୍ଗରେ ଗୃହ କମ୍ପୁଛି ।  ଆଜି ମଧ୍ୟ ସମାନ ପ୍ରସଙ୍ଗକୁ ଅସ୍ତ୍ର କରି ପାରନ୍ତି ବିରୋଧୀ । ଏପଟେ ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ, ନିର୍ମାଣ, ଅବକାରୀ, ଆଇନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି ତେବେ ଆଜି ଗୃହକାର୍ଯ୍ୟ ସ୍ୱାଭାବିକ ହୋଇ ପାରୁଛି ନା ନାହିଁ ତା ଉପରେ ରହିଛି ନଜର ରହିଛି ।

ସେହିପରି ଅପରାହ୍ନରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ଉପସ୍ଥାନ ହେବାର ଅଛି । ବଜେଟ ଅଧିବେଶନ ଭିତରେ ବଡ଼ ଆନ୍ଦୋଳନର ଡାକରା ଦେଇଛି ବିଜେଡି। ଚାଷୀଙ୍କ ସମସ୍ୟା ନେଇ ଆସନ୍ତା ୨୪ ତାରିଖରେ ଭୁବନେଶ୍ଵରରେ ବଡ ଆନ୍ଦୋଳନ କରିବ ବିଜେଡି । ଏ ନେଇ ଶଙ୍ଖ ଭବନରେ ଗତକାଲି ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ତରରେ ବିଜେଡି ଆନ୍ଦୋଳନ ଜାରି ରଖିଥିବା ବେଳେ ଫେବୃଆରୀ ୨୪ ତାରିଖରେ ରାଜ୍ୟ ସ୍ତରୀୟ ପ୍ରତିବାଦ କରିବ ବିଜୁ ଜନତା ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି