Masthead

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ଆସନ୍ତାକାଲି ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?