Masthead

ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଜେଟ ଅଧିବେଶନର ଦ୍ଵିତୀୟ ଦିନରେ ଗୃହ ସରଗରମ ହୋଇପାରେ । ଆଜିଠାରୁ 2026 -27 ଆର୍ଥିକ ବର୍ଷର ବଜେଟ ଅନୁଦାନ ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ। ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଥମ ଦିନରେ ରାସନ କାର୍ଡ କାଟିବା ଓ ଚାଉଳ ନ ମିଳିବାକୁ ନେଇ ଗୃହରେ ମୁହାଁମୁହିଁ ହୋଇଥିଲେ ଶାସକ ଓ ବିରୋଧୀ । ସେହିଭଳି ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ଭଳି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି।

ଶୁନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଭୟ ଶାସକ ଓ ବିରୋଧୀ ଗୃହରେ ଉଠାଇବେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ଥାବ ଦିଆଯିବ। ବଜେଟ ଅଧୁବେଶନର ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ ଦିନରୁ ଗୃହ ସୁରୁଖୁରୁରେ ଚାଲିଥୁବାରୁ ଦ୍ଵିତୀୟ ଦିନ ବି ସମାନ ସ୍ଥିତି ଦେଖୁବାକୁ ମିଳିପାରେ ।  ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାର ଖର୍ଚ୍ଚ ଦାବି ଆଲୋଚନାରେ ଏ ପ୍ରସଙ୍ଗ ପୁଣିଥରେ ଉଠିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ