Masthead

ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ଜଣେ ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ପାଇଁ ବଢ଼ିଲା ଅଡୁଆ । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର, କଟକ, ପୁରୀ ଓ କେନ୍ଦ୍ରାପଡ଼ାରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ପାଇଁ ବଢ଼ିଲା ଅଡୁଆ ।

ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ସହିଦନଗରରେ ଥିବା ବିଶାଳ ୩ ମହଲା କୋଠା ଠାବ ହୋଇଛି । ଚଢ଼ାଉରେ ସାମିଲ ଅଛନ୍ତି ୨ ଅତିରିକ୍ତ ଏସପି, ୮ ଡିଏସପି ଏବଂ ୧୧ ଜଣ ଇନ୍ସପେକ୍ଟର । ଅଫିସରୁ କ୍ୱାର୍ଟର ସବୁଠି ଖୋଳତାଡ଼ । ତହସିଲଦାରଙ୍କ କାର୍ଯ୍ୟାଳୟ ସହ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ଯାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ