Masthead

ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଚତୁର୍ଥ ଦିନରେ ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । ଶେରଗଡ ଘଟଣାକୁ ନେଇ ଗୃହ ହୋଇପାରେ ହୁଲୁସ୍ତୁଲ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ, ଇସ୍ପାତ ଓ ଖଣି,ବାଣିଜ୍ୟ, ଯୋଜନା ଓ ସଂଯୋଜନା, ସୂଚନା ଓ ଲୋକସମ୍ପର୍କ ଏବଂ ପରିବହନ ବିଭାଗର ରହିଛି ପ୍ରଶ୍ନକାଳ।

ଶୂନ୍ୟକାଳ ବିଭିନ୍ନ ସମସ୍ୟା ଉଠାଇ ପାରନ୍ତି ଉଭୟ ବିରୋଧୀ – ଶାସକ ସଦସ୍ୟ । ରାଜ୍ୟସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ ବିରୋଧୀ ଆଣି ପାରନ୍ତି ମୁଲତବୀ ପ୍ରସ୍ତାବ। ସେପଟେ ଆଜି ଗୃହରେ ଦ୍ୱିତୀୟ ଅଧାୟରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ରହିଛି ଖର୍ଚ୍ଚ ଦାବି ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି