Masthead

କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ନିର୍ବାଚନକୁ ନେଇ ବର୍ଷିଲେ କଂଗ୍ରେସ ଵିଧାୟିକା ସୋଫିଆ ଫିର୍ଦ୍ଦୋଷ । ଅସନ୍ତୋଷ ଝାଡ଼ିଲେ ବିଧାୟିକା ସୋଫିଆ । ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କଲେ । ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ ଆଲୋଚନା ହୋଇନି । ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା । ନୂଆପଡ଼ା ଉପନିର୍ବାଚନକୁ ମୋତ ଡକାଯାଇ ନ ଥିଲା । ମୋ ନିର୍ବାଚନ ମଣ୍ଡଳୀରେ କାହାକୁ ଯୋଡ଼ିଲେ ମୋତେ ଜଣାଉ ନାହାନ୍ତି ।

ବିଜେଡିର ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସର ସମର୍ଥନକୁ ନେଇ ପ୍ରଶ୍ନ କଲେ ସମର୍ଥନ ଦେବା ନେଇ ଆମ ସହ ପରାମର୍ଶ କରାଯାଇ ନାହିଁ । କଂଗ୍ରେସର ଆଜିର ସ୍ଥିତି କେବଳ ବିଜେଡି ପାଇଁ । ବିଜେଡି ସର୍ବଦା ବିଜେପି ସହ ମିଶିକି ରହି ଆସିଛି । ଦୁଇ ଦଳର ମୁଖ୍ୟ ଏକାଠି ସ୍ବାଧୀନ ପ୍ରାର୍ଥୀ ଘୋଷଣା କରିଥିଲେ ଇଜ୍ଜତ ରହିଥାନ୍ତା। କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି। ବ୍ୟକ୍ତିଗତ ହିସାବରେ ଯିଏ ଯାହାର ଭୋଟ୍‌ ଦେବେ- ସୋଫିଆ । ମୁଁ ନିଶ୍ଚୟ ଭୋଟ୍‌ ଦେବି । ଏହା ମୋର ଅଧିକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼