Masthead

ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ବଡ଼ ବୈଠକ । ଗଣତି ମଣତି ସମ୍ପର୍କରେ ଜିଲ୍ଲାପାଳ ଓ ଏସପି ଓ ବରିଷ୍ଠ ସେବକ, ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରିବେ ଆଇନମନ୍ତ୍ରୀ। ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୦୯ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି। ଅଳଙ୍କାରର ଭିଡିଓଗ୍ରାଫି, ଫଟୋଗ୍ରାଫି, ୩ଡି ମ୍ୟାପିଂ ହେବ ।ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତି ମଣତି ହେବ। ୧୯୭୮ ମସିହାର ଗଣତି ମଣତି ପୂର୍ଣ୍ଣାଙ୍ଗ ତାଲିକା ରହିଛି । ସେହି ତାଲିକା ଅନୁଯାୟୀ ମେଳକ କରାଯିବ । ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ ତାପରେ ରତ୍ନଭଣ୍ଡାର ଗଣତିମଣତି ନେଇ ସର୍କିଟ ହାଉସ ଠାରେ ବୈଠକ କରିବେ। ମଧ୍ୟାନ ୧ଟା ସମୟରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’