Masthead

ଗଞ୍ଜେଇ ମାଫିଆଙ୍କ ନୂଆ ମାଧ୍ୟମ ଟ୍ରେନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ଜବତ । ଏଥର ଗଞ୍ଜେଇ ଚୋରା ଚାଲାଣର ମାଧ୍ୟମ ପାଲଟିଲା ଟ୍ରେନ । ଗଞ୍ଜେଇ ମାଫିଆଙ୍କ ନୂଆ ଜରିଆ ଟ୍ରେନ ପାଲଟିଥିବା ବେଳେ ରେଲୱେ ପୋଲିସ ମଧ୍ୟ ବେଶ୍ ଚଞ୍ଚକତା ସହ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବାରେ ସକ୍ଷମ ହୋଇଛନ୍ତି । କୋରାପୁଟରୁ ନୂଆ ଦିଲ୍ଲୀକୁ ନୀଳାଚଳ ଏକ୍ସପ୍ରେସ ଟ୍ରେନରେ ଭୁବନେଶ୍ୱର ଷ୍ଟେସନ ବାଟ ଦେଇ ଯିବାବେଳେ କାବୁ କଲା ରେଲୱେ ପୋଲିସ । ଏହି ଘଟଣାରେ ଦୁଇ ଗଞ୍ଜେଇ ମାଫିଆଙ୍କୁ ଧରିଥିବା ବେଳେ ଉକ୍ତ ଚାଲାଣକାରୀଙ୍କ ଠାରୁ ୨୬ କେଜି ଗଞ୍ଜେଇ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ