Masthead

୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସତର୍କତା ଜାରି କରାଯାଇଛି । ଆଜି ସାଢେ ୮ଟା ପର୍ୟ୍ୟନ୍ତ ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସେହିପରି ଉପକୂଳ ଓ ଦକ୍ଷିଣ ପଶ୍ଚିମ ଓଡିଶାର ୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ ଓ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ କୁଆପଥର ମାଡ଼ ହୋଇପାରେ। ଘଣ୍ଟାପ୍ରତି ୩୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୯ ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ। କିଛି ସ୍ଥାନରେ ଘଣ୍ଟାପ୍ରତି ପବନର ୪୦ ରୁ ୫୦ କିଲୋମିଟର ରହିପାରେ। ୩ ତାରିଖରେ ନୂଆପଡା, ନବରଙ୍ଗପୁର୍, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ