Masthead

କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ, ଗଜପତି ଓ ଗଞ୍ଜାମ ଆଦି ଉପକୂଳ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ହେତୁ ଗୁଳୁଗୁଳି ଏହି ଅଞ୍ଚଳରେ ଅଧିକ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଫଳରେ ତାପମାତ୍ରାଠାରୁ ଅଧିକ ଗରମ ଅନୁଭୂତ ହେଉଛି । ଆସନ୍ତାକାଲି ମଧ୍ୟ ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ଆର୍ଦ୍ରତା ଯୋଗୁଁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ରେକର୍ଡ ହୋଇଛି ।

କାଳବୈଶାଖୀ ବର୍ଷା ନେଇ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି ଓ କୋରାପୁଟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହୋଇପାରେ । ଏଣୁ ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଅନ୍ୟପଟେ ଗତକାଲି ଅପେକ୍ଷା ଆଜି ରାଜ୍ୟର ଦିନ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା! 🔴 ବୁଲା କୁକୁର ପାଇଁ ମହାଭାରତ 🔴 ମନ୍ତ୍ରୀ ପରିଷଦ ବୈଠକ ଡାକିଲେ ମୋଦି 🔴 ବ୍ରହ୍ମପୁରରେ ଏନକାଉଣ୍ଟର 🔴 ଅସହ୍ୟ ତାତିରେ ଜଳୁଛି ଓଡ଼ିଶା 🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍ 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା! 🔴 ବୁଲା କୁକୁର ପାଇଁ ମହାଭାରତ 🔴 ମନ୍ତ୍ରୀ ପରିଷଦ ବୈଠକ ଡାକିଲେ ମୋଦି 🔴 ବ୍ରହ୍ମପୁରରେ ଏନକାଉଣ୍ଟର 🔴 ଅସହ୍ୟ ତାତିରେ ଜଳୁଛି ଓଡ଼ିଶା 🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍