Masthead

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ । 12 ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପୂର୍ତ୍ତ ବିଭାଗକୁ ନେଇ ଆସିପାରେ ନିଷ୍ପତି। ଶନିବାର ସଂଧ୍ୟା ୬ଟା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯାହା ମିଳିଥିବା ସୂଚନା ଅନୁସାରେ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍ରେ ମୋହର ଲାଗିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା