Masthead

୩.୫ କୋଟି ଟଙ୍କାର ସୁନା ଜବତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା । ପୁରୁଷୋତ୍ତମପୁର ପୋଲିସ ଆଜି ଏକ ବଡଧରଣର ସୁନାଚୋରୀ ଡକାୟତ  ଗ୍ୟାଙ୍ଗକୁ ଧରିଛି । ଡ଼କାୟତିରେ ସାମିଲ ଥିବା ୧୫ ଜଣକୁ ଗିରଫ କରି ସେମାନଙ୍କ ଠାରୁ ୬ କିଲୋ ୫୦୧ ଗ୍ରାମର ସୁନା ଅଳଙ୍କାର ଜବତ କରାଯାଇଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୩ କୋଟି ୫୦ ଲକ୍ଷ ଟଙ୍କା ଆକଳନ କରାଯାଇଛି । ଏହା ସହିତ ନଗଦ ୪ ଲକ୍ଷ ୪୪ ହଜାର ଚୋରି କରିବାରେ ବ୍ୟବହୁତ ସାମଗ୍ରୀ ଷ୍ଟେବଲାଇଜର୍, ମୋବାଇଲ ଫୋନ ଜବତ କରାଯାଇଥିବା ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଛତ୍ରପୁରଠାରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି