୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଆହୁରି ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ। ବୁଧବାର ଉତ୍ତର ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ବଜ୍ରପାତ ସହ ପବନ ଆଶଙ୍କା ଅଛି । ସ୍ଥାନେ ସ୍ଥାନେ କୁଆପଥର ମାଡ଼ ବି ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁରର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା, ବଜ୍ରପାତ ସହ ୫୦-୬୦ କିମି ବେଗରେ ପବନ ଏବଂ କୁଆପଥର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଉ କେତେକ ଜିଲ୍ଲାର ଗୋଟିଏ ଦୁଇଟି ୪୦/୫୦ କିମି ପବନ ସହ ବଜ୍ରପାତ ହୋଇପାରେ । କିଛି ସ୍ଥାନରେ ୩୦-୪୦ କିମି ବେଗରେ ପବନ ସହ ବର୍ଷା, ଘଡ଼ଘଡ଼ି ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ