ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କାଲିଠାରୁ ବଢିବ ଦିନ ତାପମାତ୍ରା । ୧୧ରେ ସୁଖିଲା ରହିବ ପାଗ । ୧୨ ତାରିଖରୁ ଉପକୂଳ ଓଡିଶାରେ ବଢିବ ଗୁଳୁଗୁଳି । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ।

୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ । ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ