୫୦ ଫୁଟ ତଳକୁ ଖସିଲା OSRTC ବସ୍‌

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ ହୋଇଥିବା ବେଳେ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପାଟଣାରୁ ପଡୋଶୀ ଆନ୍ଧ୍ର ରାଜ୍ୟ ବିଶାଖାପାଟଣାକୁ OSRTC ବିଭାଗର ଭୋଲଭ ବସ୍‌ (OD 02 DE 5446) ଅଭିମୁଖେ ଯାଉଥିଲା ।

ସୁଙ୍କି ଥାନାଠାରୁ ପ୍ରାୟ ୩ କିଲୋମିଟର ଦୂରତା ପଣସମାନଗୁଡି ଗ୍ରାମ ନିକଟସ୍ଥ ଘାଟିରେ ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଘଟିଥିଲା। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ଵ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପଟ୍ଟାଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!