ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା 

ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ଥାନ । ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇଆସିଥିଲେ। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂମିକମ୍ପ ସକାଳ ୪.୩୨ରେ ହୋଇଥିଲା। ବର୍ତ୍ତମାନ କୌଣସି ବଡ଼ କ୍ଷୟକ୍ଷତିର ରିପୋର୍ଟ ନାହିଁ। ଏହା ପୂର୍ବରୁ ଶନିବାର ସକାଳେ ମହାରାଷ୍ଟ୍ରର ମରଠୱାଡା ଅଞ୍ଚଳର ହିଙ୍ଗୋଲି ଜିଲାରେ ୪.୭ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହାର ଝଟକା ନାନ୍ଦେଡ଼ ଏବଂ ପରଭାନୀ ଜିଲାର କିଛି ସ୍ଥାନରେ ମଧ୍ୟ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ହିଙ୍ଗୋଲି ଜିଲାର ଭାସମତ ତାଲୁକାର ଶିରଲି ଗ୍ରାମ ନିକଟରେ ଭୂମି ତଳେ ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!