Masthead

ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରର ଚର୍ଚ୍ଚିତ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ରଙ୍କ ହତ୍ୟାକାଣ୍ଡ ଘଟଣା ଏବେ ଏକ ନୂଆ ମୋଡ଼ ନେଇଛି । ସ୍ୱାମୀଙ୍କୁ ହରାଇବା ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମ ସମ୍ମୁଖକୁ ଆସି ନିଜର କୋହଭରା ପ୍ରତିକ୍ରିୟା ରଖିଛନ୍ତି ମୃତ ସୁଧୀରଙ୍କ ପତ୍ନୀ ରଶ୍ମିତା ପାତ୍ର । ଏହି ହତ୍ୟାକାଣ୍ଡ ପଛରେ ପରିବାର ଭିତରର ଶତ୍ରୁତା ଓ ବ୍ୟବସାୟିକ ଈର୍ଷା ରହିଥିବା ନେଇ ସେ ସ୍ପଷ୍ଟ କରିଛନ୍ତି । ସ୍ୱାମୀଙ୍କୁ ଅପହରଣ ପରେ ୨ କୋଟି ଟଙ୍କା ମାଗିଥିଲେ ଅପହରଣକାରୀ। ଅପହରଣ ଘଟଣା ପରଠାରୁ ପୋଲିସ ସହ ଯୋଗାଯୋଗରେ ରହିଥିଲୁ।

ତ୍ୟାକାଣ୍ଡରେ ପରିବାର ଲୋକ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଥିଲା। ଅପହରଣକାରୀଙ୍କ ମୋବାଇଲ ନମ୍ବରରୁ ପରିବାରର ଲିଙ୍କ୍  ପାଇଥିଲା ପୋଲିସ। ଝିଆରୀ ୪ମାସ ପୂର୍ବେ ସଂପୃକ୍ତ ନମ୍ବର ସହ ଯୋଗାଯୋଗରେ ଥିଲେ। ବଡ଼ ଭାଇଙ୍କ ମୃତ୍ୟୁ ପରଠାରୁ ତାଙ୍କ ମନରେ ଅଶାନ୍ତି ଥିଲା। ଶାନ୍ତିରେ ବଞ୍ଚିବାକୁ ଦେବୁନି କହିଥିଲେ ସୁଧୀରଙ୍କ ଭାଉଜ । ଜଣେ ବ୍ୟବସାୟୀଙ୍କୁ ବିବାହ କରିବେ ବୋଲି ସୁଧୀରଙ୍କୁ ନିବେଦିତା କହିଥିଲେ ବୋଲି କହିଛନ୍ତି ମୃତ ସୁଧୀରଙ୍କ ପତ୍ନୀ ରଶ୍ମିତା। ଏବଂ ବଡ଼ ଜା’ ଓ ତାଙ୍କ ଭାଇଙ୍କୁ ତଦନ୍ତ ପରିସରକୁ ଆଣିବାକୁ ଦାବି କରିଛନ୍ତି ରଶ୍ମିତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା