Masthead

ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ

କେରଳମ (ବଡ଼ ଖବର ବ୍ୟୁରୋ): ୧୦ ଦିନର ଛକାପଞ୍ଝା ଶେଷରେ ସମାପ୍ତ ହୋଇଛି । କେରଳମର କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ତାକୁ ନେଇ କଂଗ୍ରେସରେ ଲାଗି ରହିଥିଲା ଅଙ୍କକଷା । ଏବେ ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି । କଂଗ୍ରେସ ନେତା ଭିଡି ସତୀଶନ୍ କେରଳମର ନୂତନ ମୁଖ୍ୟମନ୍ତ୍ରୀ ହେବେ । ଦଳର ହାଇକମାଣ୍ଡ ଆନୁଷ୍ଠାନିକ ଭାବରେ ତାଙ୍କ ନାମ ଘୋଷଣା କରିଛନ୍ତି । କଂଗ୍ରେସ ନେତୃତ୍ୱ ଭିଡି ସତୀଶନଙ୍କ ଉପରେ ଆସ୍ଥା ପ୍ରକାଶ କରିଛନ୍ତି ।

ଭିଡି ସତୀଶନ, ଯିଏ କି ଜଣେ ଦୃଢ଼ ସାଂଗଠନିକ ଉପସ୍ଥିତି ରଖୁଥିବା ନେତାଙ୍କ ମଧ୍ୟରୁ ଜଣେ ।ତେବେ ସତୀଶନତାଙ୍କ ନାମ କେରଳର ଏଆଇସିସି ଦାୟିତ୍ୱରେ ଥିବା ଦୀପା ଦାସମୁନ୍ସି ଘୋଷଣା କରିଛନ୍ତି। ସତୀଶାନଙ୍କ ବ୍ୟତୀତ କେ  ଭେନୁଗୋପାଲ ଏବଂ ରମେଶ ଚେନ୍ନାଇଥାଲା ମଧ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ ନିର୍ବାଚନ ଲଢିଥିଲେ ।   ଉତ୍ତର ପାରାଭୁର ଆସନରୁ ବିଧାୟକ ହୋଇଥିଲେ ସତୀଶନ । ୨୦୦୧ରୁ ଲଗାତାର ଭାବେ ବିଧାୟକ ହୋଇଛନ୍ତି ସତୀଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..