Masthead

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭୁବନେଶ୍ୱର ଶବର ଭିଜିଲାନ୍ସ ପଞ୍ଝାରେ। ଭୁବନେଶ୍ୱର ଶବରଙ୍କ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ। ଗୋଷାଣୀମୁଣ୍ଡା ସ୍ଥିତ ଘର, କୁସୁମଖୁଣ୍ଟିରେ ଥିବା ପୈତୃକ ଘର, କିଟ୍ ପଦରରେ ଥିବା ଫାର୍ମ ହାଉସ, ଧର୍ମଗଡ଼ ଓ ଭବାନୀପାଟଣା ସ୍ଥିତ ଅଫିସରେ ଚଢାଉ କରିଛି ଭିଜିଲାନ୍ସ ।

ଆଜି ସକାଳୁ ଭବାନୀପାଟଣାର ଆର୍ ଆଣ୍ଡ ବି ଡିଭିଜନର AEE ଅର୍ଥାତ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ସବରଙ୍କ ଘରେ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଚଢାଉ ହୋଇଛି। ଭବାନୀପାଟଣାର ଗୋସାଣିମୁଣ୍ଡାରେ ଥିବା ଦୁଇ ମହଲା ବିଶିଷ୍ଟ କୋଠା, କିଟପଦରରେ ତାଙ୍କର ଫାର୍ମ ହାଉସ,ଦୁଆରସୁନିରେ ଥିବା ନିର୍ମାଣାଧୀନ କୋଠା, କାର୍ଯ୍ୟାଳୟ, ସରକାରୀ ଆବାସିକ ବାସସ୍ଥାନ ଓ କୋକସରା, କୁସୁମଖୁଣ୍ଟିର ନିଜ ଗ୍ରାମରେ ଥିବା ଦୁଇ ମହଲା ବିଶିଷ୍ଟ କୋଠାରେ ଚଢାଉ ଜାରି ରହିଛି। ଚଢାଉ ସମୟରେ ୬ ଜଣ ଡିଏସ୍ପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଉପସ୍ଥିତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ