ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ।  ମଧ୍ୟାହ୍ନ ସାଢ଼େ ୧୨ଟାରେ ପରୀକ୍ଷା  ଫଳ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଓ ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ  ୱେବ୍‌ସାଇଟ୍‌ରେ ନିଜର ପରୀକ୍ଷା  ଫଳ ଦେଖିପାରିବେ । ସିଏଚ୍‌ଏସ୍‌ଇ  ପକ୍ଷରୁ କୁହାଯାଇଛି, ବୁଧବାର କଳା,  ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର  ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ  ନିଜର ପରୀକ୍ଷା ଫଳ ୱେବ୍‌ସାଇଟ୍‌  www.results.odisha. gov.in, www.results. digilocker.gov.inରେ  ଦେଖିପାରିବେ । ପରୀକ୍ଷା ଫଳ ଲୋକାର୍ପଣ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ  ସମେତ ସଚିବ ଏନ୍‌ ତିରୁମାଲା ନାଏକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ମୃଣାଳକାନ୍ତି  ଦାସ, ସଚିବ ଶୁଭ୍ରାବାଳା ପରିଡ଼ା ଓ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା  ପ୍ରମୁଖ ଉପସ୍ଥିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!