ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବିଭିନ୍ନ ବିଭାଗର ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକ ଅଧ୍ୟକ୍ଷତା କରିବେ।

ଏହି ବୈଠକରେ ରାଜ୍ୟ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ରହିବେ । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ବୈଠକରେ ଉପସ୍ଥିତ ରହିବେ। ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି, ତୈଳ ସଙ୍କଟ, ଦରଦାମ ବୃଦ୍ଧି ଭଳି ସମସ୍ୟା ସମ୍ପର୍କ ଆଲୋଚନ ହେବ ବୋଲି ସୂତ୍ରରୁ ଜଣାପଡିଛି। ଏହା ଛଡ଼ା ବିଭିନ୍ନ ବିଭାଗର ୭ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ