Masthead

ଆସିଲା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ । ମଧ୍ୟାହ୍ନ ସାଢ଼େ ୧୨ଟାରେ ପରୀକ୍ଷା ଫଳ ଘୋଷଣା ହୋଇଛି। ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୁକ୍ତ +2 ପରୀକ୍ଷା ଫଳ ପୁସ୍ତିକା ଉନ୍ମଚୋନ କରିବା  ଫଳ ଘୋଷଣା କରିଛି। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇଛି। ଆଜି ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍ସାଇଟ୍‌ରେ ନିଜର ପରୀକ୍ଷା ଫଳ ଦେଖିପାରିବେ।

-ପ୍ରକାଶ ପାଇଲା +୨ ପରୀକ୍ଷା ଫଳ
-ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶିତ
-ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶିତ
-CHSE ଅଫିସ୍‌ରେ ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

-ବିଜ୍ଞାନରେ ପାସ୍‌ ହାର ୮୮.୮୦ ପ୍ରତିଶତ
-ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ବିଜ୍ଞାନରେ ଛାତ୍ରଙ୍କ ପାସ୍‌ ହାର ୮୭.୪୧%
-ବିଜ୍ଞାନରେ ଛାତ୍ରୀଙ୍କ ପାସ୍‌ ହାର ୯୦.୨୪%
-ବାଣିଜ୍ୟରେ ପାସ୍‌ ହାର ୮୮.୦୭%
-ବାଣିଜ୍ୟରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ବାଣିଜ୍ୟରେ ଛାତ୍ରଙ୍କ ପାସ୍‌ ହାର ୮୬.୬୭%
-ବାଣିଜ୍ୟରେ ଛାତ୍ରୀଙ୍କ ପାସ୍‌ ହାର ୯୦.୪୩%
-କଳାରେ ପାସ୍‌ ହାର ୮୪.୫୦%
-କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ଛାତ୍ରଙ୍କ ପାସ୍‌ ହାର ୭୭.୯୭%, ଛାତ୍ରୀଙ୍କ ପାସ୍‌ ହାର ୮୯.୪୫%

-ଚଳିତବର୍ଷ ଧନ୍ଦାମୂଳକ ଶିକ୍ଷା ପାସ୍ ହାର ୭୭.୮୨%
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ପାସ୍ ହାର ୭୧.୪୯%
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୮୩.୪୫ %

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ସ୍କୁଲରେ ରାଗିଂ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ପୁଣି ସ୍କୁଲରେ ରାଗିଂ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ